Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ପ୍ରେସମିଟରେ  ରାଜ୍ୟ ସରକାରଙ୍କ ଉପରେ  ବର୍ଷିଲେ ମନମୋହନ ସାମଲ

Odisha

ପ୍ରେସମିଟରେ  ରାଜ୍ୟ ସରକାରଙ୍କ ଉପରେ  ବର୍ଷିଲେ ମନମୋହନ ସାମଲ

Manini Pattanayak
Browse all articles by Manini Pattanayak
·2 years ago·1 min read
ପ୍ରେସମିଟରେ  ରାଜ୍ୟ ସରକାରଙ୍କ ଉପରେ  ବର୍ଷିଲେ ମନମୋହନ ସାମଲ

ଭୁବନେଶ୍ୱର:  ରାଜ୍ୟ ସରକାରଙ୍କ କୃଷକ ମାରଣ ନୀତିକୁ ବର୍ଷିଲା ବିଜେପି । ପ୍ରେସମିଟରେ ବର୍ଷିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ଓଡ଼ିଶାର ଚାଷୀ 5 ହାଜର ଟଙ୍କା ରୋଜଗାର କରୁଥିବା ବେଳେ ପଞ୍ଜାବର ଚାଷୀ ଦେଢ଼ ଲକ୍ଷ ଟଙ୍କା ରୋଜଗାର କରୁଛି । ମାତ୍ର 17 ଭାଗ ଜମିରେ ଜଳସେଚନ ହୋଇଛି ।  3 ଥର ନିର୍ବାଚନୀ ଇସ୍ତାହାରରେ ବିଜେଡ଼ି ଜଳସେଚନ ନେଇ ବଡ ବଡ଼ ପ୍ରତିଶ୍ରୁତି ଦେଇଥିଲା ।  2014ରେ କହିଲେ 10 ଲକ୍ଷ ହେକ୍ଟର ଜଳସେଚନ ହେବ ବୋଲି କହିଲେ ।

2019ରେ କହିଥିଲା 35 ପ୍ରତିଶତ ଜମିଜଳ ସେଚନ ହେବ । ମହାନଦୀରେ ବ୍ୟାରେଜ ହୋଇପାରିଲା ନାହିଁ । ବିଧାନସଭାରେ ମନ୍ତ୍ରୀ କହିଲେ, ବ୍ୟାରେଜ ନିର୍ମାଣ ପାଇଁ କୌଣସି ଯୋଜନା ନାହିଁ । ଆଳୁ ମିଶନ, ପିଆଜ ମିଶନ ଫେଲ । କାଳିଆ ଯୋଜନାରେ 75 ଲକ୍ଷ ଚାଷୀଙ୍କୁ ସହାୟତା ଦେବେ ବୋଲି କହିଥିଲେ କିନ୍ତୁ ମାତ୍ର 44 ଲକ୍ଷ ଚାଷୀଙ୍କୁ ଦେଲେ ବୋଲି ଅଭିଯୋଗ ଆଣିଛି ବିଜେପି।

ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
Manmohan Samal lashed out at the state government in the press meet | Argus News