Videos
|
Odisha

ମନୋଜ ଆହୁଜା ହେଲେ ମୁଖ୍ୟ ଶାସନ ସଚିବ

Ritu Das
Browse all articles by Ritu Das
·2 years ago
ମନୋଜ ଆହୁଜା ହେଲେ ମୁଖ୍ୟ ଶାସନ ସଚିବ

ଅର୍ଗସ ବ୍ୟୁରୋ: ମୁଖ୍ୟ ଶାସନ ସଚିବ ହେଲେ ମନୋଜ ଆହୁଜା। ମନୋଜ ଆହୁଜାଙ୍କ ନିଯୁକ୍ତି ନେଇ ଜିଏ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ୧୯୯୦ ବ୍ୟାଚର ବରିଷ୍ଠ ଆଇଏଏସ ହେଉଛନ୍ତି ମନୋଜ। ତେବେ ନିକଟରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିଲେ ଆହୁଜା। ଆହୁଜା କେନ୍ଦ୍ର କୃଷି ଓ କୃଷକ ସଶକ୍ତିକରଣ ସଚିବ ଥିଲେ। 

 

ମନୋଜ ଆହୁଜାଙ୍କ ନିଯୁକ୍ତି ସହ ପ୍ରଦୀପ ଜେନାଙ୍କୁ ଅବସର ଦିଆଯିବ। ଆସନ୍ତା ୩୦ ତାରିଖରେ ଅବସର ଗ୍ରହଣ କରିବେ ପ୍ରଦୀପ ଜେନା। ସେହିଦିନ ଦାୟିତ୍ବ ଗ୍ରହଣ କରିବେ ମନୋଜ। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Manoj Ahuja became | Argus News