Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - କେନ୍ଦୁପତ୍ର ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ

Odisha

କେନ୍ଦୁପତ୍ର ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ

Ritu Das
Browse all articles by Ritu Das
·2 years ago
କେନ୍ଦୁପତ୍ର ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ

ଅର୍ଗସ ବ୍ୟୁରୋ: କେନ୍ଦୁପତ୍ର ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ । ହୁତୁହୁତୁ ହୋଇ ଜଳିଗଲା କେନ୍ଦୁପତ୍ର । ମାଲକାନଗିରି ଜିଲ୍ଲା ଏମଭି-୩ ଗାଁର ଜଣେ ବ୍ୟବସାୟୀଙ୍କ ଗୋଦାମରେ ଏହି ନିଆଁ ଲାଗିଥିବା ଜଣାପଡିଛି । 

ପ୍ରାୟ ୫ କୋଟିରୁ ଅଧିକ ଟଙ୍କା କେନ୍ଦୁପତ୍ର ପୋଡି ପାଉଁଶ ହୋଇଯାଇଛି । ନିଆଁକୁ ଆୟତ୍ତ କରିବାକୁ ଅଗ୍ନିଶମ ବାହିନୀ ଲାଗଥିବା ବେଳେ ଏଯାଏଁ ନିଆଁ ଆୟତ୍ତ ହୋଇନାହିଁ । ତେବେ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Raja Festival
Sponsored
Massive fire breaks | Argus News