Videos
|
Odisha

ମାଛ ଧରିବା ସମୟରେ ମିଳିଲା ମୃତଦେହ, ପରିଚୟ ଅସ୍ପଷ୍ଟ

Jitendra Dash
Browse all articles by Jitendra Dash
·2 years ago
ମାଛ ଧରିବା ସମୟରେ ମିଳିଲା ମୃତଦେହ, ପରିଚୟ ଅସ୍ପଷ୍ଟ

ଅର୍ଗସ ବ୍ୟୁରୋ : ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ସୋନଡ୍ୟାମରୁ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର । ଶାଳଚୁଆ ଅଞ୍ଚଳର ଜଣେ ଯୁବକ ଡ୍ୟାମରେ ମାଛ ଧରିବା ସମୟରେ ମଳିଲା ମୃତଦେହ । ଡ୍ୟାମ ଭିତରେ ମୃତଦେହ ଭାସୁଥିବା ଦେଖି ପୋଲିସକୁ ଖବର ଦେଇଥିଲେ ଯୁବକ । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ତେବେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ମୃତ ମହିଳାଙ୍କ ଶାଢ଼ୀ କାନିରେ ଏକ ବଡ଼ ପଥର ବନ୍ଧା ଯାଇଥିବା ଦେଖିବାକୁ ମିଳିଛି । ତେଣୁ ମହିଳାଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Mayurbhanj death case | Argus News