Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ୧୨୦କେଜି ଗଞ୍ଜେଇ ସହ ୨ଜଣଙ୍କୁ ଗିରଫ କରିଛି ପୋଲିସ

Odisha

୧୨୦କେଜି ଗଞ୍ଜେଇ ସହ ୨ଜଣଙ୍କୁ ଗିରଫ କରିଛି ପୋଲିସ

Jitendra Dash
Browse all articles by Jitendra Dash
·2 years ago·1 min read
୧୨୦କେଜି ଗଞ୍ଜେଇ ସହ ୨ଜଣଙ୍କୁ ଗିରଫ କରିଛି ପୋଲିସ

ଅର୍ଗସ ବ୍ୟୁରୋ : ଚୋରା ଗଞ୍ଜେଇ ଚାଲାଣ ବେଳେ ମାଡି ବସିଲା ଯଶିପୁର ପୋଲିସ । ୧୨୦କେଜି ଗଞ୍ଜେଇ ଜବତ କରିବା ସହ ୨ଜଣଙ୍କୁ ଗିରଫ କରିଛି ପୋଲିସ । ସମ୍ବଲପୁରରୁ ପଶ୍ଚିମବଙ୍ଗକୁ ଏକ କାର ଯୋଗେ ଗଞ୍ଜଇ ଚୋରା ଚାଲାଣ କରାଯାଉଥିବା ବେଳେ ଖବର ପାଇ ମୟୂରଭଞ୍ଜ ଯଶିପୁର ମୁଖ୍ୟ ବଜାର ଛକ ନିକଟରେ ଗାଡ଼ିଟିକୁ ଧରିଛି ପୋଲିସ । ଜବତ ଗଞ୍ଜଇର ଅନୁମାନିକ ମୂଲ୍ୟ ୧୨ଲକ୍ଷ ଟଙ୍କା ହେବ । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ଗିରଫ ଅଭିଯୁକ୍ତମାନେ ପଶ୍ଚିମବଙ୍ଗର ଆସିଫୁଲ ମଣ୍ଡଳ ଓ ଦୟାଲ ବିଶ୍ୱାସ । ଅଭିଯୁକ୍ତଙ୍କୁ ଆଜି କୋର୍ଟ ଚାଲାଣ କରାଯିବ । ଯଶିପୁର ଥାନା ପୁଲିସ ମାମଲା ରୁଜୁ କରି ତଦନ୍ତ କରୁଛି । ତେବେ ଘଟଣା ସ୍ଥଳରୁ ଗାଡି ଓ ଡ୍ରାଇଭର ସମେତ ଜଣକୁ ଗିରଫ କରି ଅଧିକ ତଦନ୍ତ କରୁଛି  ପୋଲିସ । ତେବେ ଏହା ଯଶିପୁର ପୋଲିସ ପାଇଁ ଏକ ବଡ଼ ସଫଳତା ମିଳିଛି । ଗାଡ଼ିରେ ୧.୨୦ କେଜି କୁଇଣ୍ଟାଲ ଗଞ୍ଜେଇ ମିଳି ଥିବାର ସୂଚନା ଦେଇଛନ୍ତି  ପୋଲିସ ଅଧିକାରୀ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Mayurbhanj ganja smuggling | Argus News