ଭାରସାମ୍ୟ ହରାଇଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
·2 years ago

ଅର୍ଗସ ବ୍ୟୁରୋ : ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ଟ୍ରକ୍ । ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର । ମୟୂରଭଞ୍ଜ ରାଇରଙ୍ଗପୁର ଏୟାର ଷ୍ଟ୍ରିପ ଛକ ନିକଟରେ ଦୁର୍ଘଟଣା । ଟାଟାରୁ ବାଦାମପାହାଡ ଆସୁଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ଟ୍ରକ । ସ୍ଥାନୀୟ ବାସିନ୍ଦା ପୋଲିସକୁ ଖବର ଦେବା ପରେ ପୋଲିସ ଘଟଣାର ଖୋଳତାଡ଼ ଆରମ୍ଭ କରିଛି ।
ଅଧିକ ପଢନ୍ତୁ ଓଡିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: