Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଟଙ୍କାଏ ବଢିବ ମଧ୍ୟାହ୍ନ ଭୋଜନ ସହାୟତା: ପ୍ରତି ମିଲ୍ ପିଛା ଦାମକୁ ୧ ଟଙ୍କା ବୃଦ୍ଧି କରିବେ ସରକାର

Odisha

ଟଙ୍କାଏ ବଢିବ ମଧ୍ୟାହ୍ନ ଭୋଜନ ସହାୟତା: ପ୍ରତି ମିଲ୍ ପିଛା ଦାମକୁ ୧ ଟଙ୍କା ବୃଦ୍ଧି କରିବେ ସରକାର

Ritu Das
Browse all articles by Ritu Das
·1 year ago·1 min read
ଟଙ୍କାଏ ବଢିବ ମଧ୍ୟାହ୍ନ ଭୋଜନ ସହାୟତା: ପ୍ରତି ମିଲ୍ ପିଛା ଦାମକୁ ୧ ଟଙ୍କା ବୃଦ୍ଧି କରିବେ ସରକାର

ଅର୍ଗସ ବ୍ୟୁରୋ: ଟଙ୍କାଏ ବଢିବ ମଧ୍ୟାହ୍ନ ଭୋଜନ ସହାୟତା । ପ୍ରତି ମିଲ୍ ପିଛା ଦାମକୁ ୧ ଟଙ୍କା ବୃଦ୍ଧି କରାଯିବ । ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ମିଳିଥିବା ସୂଚନା ମୁତାବକ, ଦରଦାମ ବୃଦ୍ଧିକୁ ଦେଖି ମିଡ୍ ଡେ' ମିଲ୍ ପିଛା ଦାମ ୧ ଟଙ୍କା ବୃଦ୍ଧି କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ଆଉ ଖୁବଶୀଘ୍ର ଏନେଇ ସରକାର ବ୍ୟବସ୍ଥା କରିବେ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି । 

ସୂଚନାଯୋଗ୍ୟ ଯେ, ଦୀର୍ଘ ଦିନ ଧରି ମିଡ୍ ମେ ମିଲ୍ ସହାୟତା ରାଶି ବୃଦ୍ଧି କରିବାକୁ ଦାବି ହେଇ ଆସୁଥିଲା । ମିଡ୍ ଡେ ମିଲରେ କମ ପଇସା ମିଳୁଥିବାରୁ ଏହାକୁ ନେଇ ଅନେକ ସମୟରେ ଅସନ୍ତୋଷ ଦେଖିବାକୁ ମିଳୁଥିଲା । ହେଲେ ଶେଷରେ ଏହି ସହାୟତା ରାଶିର ପରିମାଣ ବୃଦ୍ଧି କରିବାକୁ ଯାଉଛନ୍ତି ରାଜ୍ୟ ସରକାର।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Mid-day subsidy | Argus News