Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଦୁର୍ନୀତି ଏବଂ ପିସି କାରବାରରେ ମାତଛନ୍ତି ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ

Ritu Das
Browse all articles by Ritu Das
·2 years ago
ଦୁର୍ନୀତି ଏବଂ ପିସି କାରବାରରେ ମାତଛନ୍ତି ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ

ଅର୍ଗସ ବ୍ୟୁରୋ: 10 ଘଣ୍ଟିଆ ନୂଆପଡ଼ା ବନ୍ଦ ଡାକରା । ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆଙ୍କ ବିରୋଧରେ ବନ୍ଦ ଡାକରା ଦେଇଛି ନୂଆପଡ଼ା ସ୍ବାଭିମାନ ମଞ୍ଚ । ଦୁର୍ନୀତି ଏବଂ ପିସି କାରବାରରେ ଲିପ୍ତ ଥିବା ଅଭିଯୋଗ କରି ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛି ସ୍ବାଭିମାନ ମଞ୍ଚ । 

ବନ୍ଦ ପ୍ରଭାବରେ ସରକାରୀ କାର୍ଯ୍ୟାଳୟ, ବ୍ୟାଙ୍କ, ଚକ ଅଖ ସହ ଦୋକାନ ବଜାର ବନ୍ଦ ରହିଛି ।  24 ଘଣ୍ଟା ଭିତରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଗଲେ ଜିଲାପାଳ ଅଫିସ ଘେରାଉ ସହ ବିକ୍ଷୋଭ ପ୍ରଦର୍ଶନ କରିବାକୁ ଚେତାବନୀ ଦେଇଛି ସ୍ବାଭିମାନ ମଞ୍ଚ। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Minister Rajendra | Argus News