Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ପୁଣି ୧୯ ତାରିଖ ସନ୍ଧ୍ୟାରେ ଓଡିଶା ଆସୁଛନ୍ତି ମୋଦି

Swayangprajna Mishra
Browse all articles by Swayangprajna Mishra
·2 years ago
ପୁଣି ୧୯ ତାରିଖ ସନ୍ଧ୍ୟାରେ ଓଡିଶା ଆସୁଛନ୍ତି ମୋଦି

ଅର୍ଗସ ବ୍ୟୁରୋ : ପୁଣି ୧୯ ତାରିଖ ସଂନ୍ଧ୍ୟାରେ ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୧୯ ତାରିଖରେ ରାତ୍ରିଯାପନ କରି ୨୦ରେ ଯିବେ ପୁରୀ ଜଗନ୍ନାଥ ମନ୍ଦିର । ପୁରୀ ବଡଦାଣ୍ଡରେ କରିବେ ରୋଡ୍ ସୋ । ରାଜ୍ୟ ବିଜେପି ନେତା, କର୍ମକର୍ତ୍ତାଙ୍କ ସହ କରିବେ ଆଲୋଚନା ।  ପାଖାପାଖି 1 ଘଣ୍ଟା ଯାଏଁ ନିର୍ବାଚନ ସମ୍ପର୍କରେ ବିସ୍ତୃତ ସମୀକ୍ଷା କରିବେ ମୋଦି । ଏହାପରେ ଅନୁଗୁଳ ଯାଇ ସେଠାରେ ବିଶାଳ ଜନସଭାରେ ଯୋଗଦେବା ସହ ତାପରେ କଟକ ଆସି ଜନ ସମାବେଶକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ । 
 

 

ଅଧିକ ପଢନ୍ତୁ : ୨୦ ରେ ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Modi is coming to Odisha on the evening of 19th | Argus News