Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ପୁରୀ ରୋଡ଼ ସୋ' କରି ଅନୁଗୁଳ ପହଞ୍ଚିଲେ ମୋଦି

Jitendra Dash
Browse all articles by Jitendra Dash
·2 years ago
ପୁରୀ ରୋଡ଼ ସୋ' କରି ଅନୁଗୁଳ ପହଞ୍ଚିଲେ ମୋଦି

ଅର୍ଗସ ବ୍ୟୁରୋ : ଅନୁଗୁଳରେ ପହଞ୍ଚିଲେ ମୋଦି । ପୁରୀ ରୋଡ଼ ସୋ' ଶେଷ କରି ଅନୁଗୋଳ ଗସ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ । ସେଠାରେ ସାଧାରଣ ସଭାରେ ଯୋଗ ଦେବେ । ସେଠାରେ ସଭା ଶେଷ କରି ୧୧ଟା ୧୫ରୁ ଅନୁଗୁଳରୁ ବାହାରି କଟକ ଆସିବେ । ମଧ୍ୟାହ୍ନ ୧୨ଟାରେ ଉପର ବାଲିଯାତ୍ରା ପଡ଼ିଆରେ ସାଧାରଣ ସଭାରେ ଯୋଗ ଦେବେ  । ମଧ୍ୟାହ୍ନ ୧୨ଟାରୁ ୧୨ଟା ୩୫ ସାଧାରଣ ସଭା । ମଧ୍ୟାହ୍ନ ୧୨ଟାର ୫୦ରେ କଟକରୁ ବାହାରି ଭୁବନେଶ୍ବର ବିମାନବନ୍ଦରରେ ୧ଟା ୧୦ରେ ପହଞ୍ଚିବେ । ସେଠାରୁ ୧ଟା ୧୫ରୁ ପଶ୍ଚିମବଙ୍ଗ ଅଭିମୁଖେ ବାହାରିବେ ପ୍ରଧାନମନ୍ତ୍ରୀ ।

ଅଧିକ ପଢନ୍ତୁ ଓଡ଼ିଶା ଖବର

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Modi reached Angul | Argus News