ସଂକଳ୍ପପତ୍ର ଜାରି: ମୋଦି ଗ୍ୟାରେଣ୍ଟିକୁ ଘରେ ଘରେ ପହଞ୍ଚାଇବା ଲକ୍ଷ୍ୟ
·2 years ago

ଅର୍ଗସ ବ୍ୟୁରୋ : ପ୍ରକାଶ ପାଇଲା ଵିଜେପିର ସଂକଳ୍ପ ପତ୍ର ବିଜେପି ରାଜ୍ୟ କାର୍ଯ୍ୟାଳୟ ଠାରେ ମୋଦୀଙ୍କ ଗ୍ୟାରେଣ୍ଟି-୨୦୨୪ ସଂକଳ୍ପ ପତ୍ରର ଓଡିଶା ସଂସ୍କରଣ ହେଲା ଲୋକାର୍ପିତ । କେନ୍ଦ୍ର ବିଜେପି ପକ୍ଷରୁ ଜାରି କରାଯାଇଥିବା ଏହି ସଂକଳ୍ପ ପତ୍ର ବା ମୋଦି ଗ୍ୟାରେଣ୍ଟି । ତେଵେ ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂହ ତୋମାର, ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ନିର୍ବାଚନ ସହ ପ୍ରଭାରୀ ଲତା ଉସେଣ୍ଡି, ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମ, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ପ୍ରମୁଖ ଉନ୍ମୋଚନ କରିଛନ୍ତି । ଏହି ସଂକଳ୍ପ ପତ୍ରକୁ ଘରେ ଘରେ ପହଞ୍ଚାଇବାକୁ ଯୋଜନା କରିଛି ରାଜ୍ୟ ବିଜେପି ।
ଅଧିକ ପଢନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: