Videos
|
Odisha

ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି

Ritu Das
Browse all articles by Ritu Das
·1 year ago
ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି

ଅର୍ଗସ ବ୍ୟୁରୋ: ଆଜି ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ଉତ୍ସବରେ ସେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏଥିପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଚଳିତ ବର୍ଷ ୫୯ ଜଣ କଣ୍ଟିଜେଣ୍ଟ ରାଜ୍ୟସ୍ତରୀୟ ପରେଡ଼ରେ ଯୋଗ ଦେଇଛନ୍ତି। 

ପୋଲିସ ସହ ସିଆରପିଏଫ୍, ୧୨୦ ବାଟାଲିୟନ୍, ସିଆଇଏସ୍ଏଫ୍, ଟ୍ରାଫିକ୍, ବିଏସ୍ଏଫ୍, ଅଗ୍ନିଶମ ବହିନୀ, ସ୍କୁଲ ଓ କଲେଜ ଛାତ୍ରଛାତ୍ରୀ ପରେଡ଼ରେ ଯୋଗ ଦେଇଛନ୍ତି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Mohan Charan | Argus News