Videos
|
Odisha

ମହାତ୍ମାଗାନ୍ଧୀ ମାର୍ଗରେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଜାତୀୟ ପତାକା ଉତ୍ତୋଳନ କରିବେ ମୋହନ ମାଝୀ

Ritu Das
Browse all articles by Ritu Das
·1 year ago
ମହାତ୍ମାଗାନ୍ଧୀ ମାର୍ଗରେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଜାତୀୟ ପତାକା ଉତ୍ତୋଳନ କରିବେ ମୋହନ ମାଝୀ

ଅର୍ଗସ ବ୍ୟୁରୋ: ଆଜି ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀ ଜତୀୟ ପତାକା ଉତ୍ତୋଳନ କରିବେ । ମହାତ୍ମା ଗାନ୍ଧୀ ମାର୍ଗରୁ ସେ ଜାତୀୟ ପତାକା ଉତ୍ତୋଳନ କରିବେ । ଏଥିପାଇଁ ପ୍ରସ୍ତୁତି ଶେଷ ହୋଇଛି । 

ଚଳିତ ବର୍ଷ ୫୯ ଜଣ କଣ୍ଟିଜେଣ୍ଟ ରାଜ୍ୟସ୍ତରୀୟ ପରେଡ଼ରେ ଯୋଗ ଦେଉଛନ୍ତି । ପୋଲିସ ସହ ସିଆରପିଏଫ୍, ୧୨୦ ବାଟାଲିୟନ୍, ସିଆଇଏସ୍ଏଫ୍, ଟ୍ରାଫିକ୍, ବିଏସ୍ଏଫ୍, ଅଗ୍ନିଶମ ବହିନୀ, ସ୍କୁଲ ଓ କଲେଜ ଛାତ୍ରଛାତ୍ରୀ ପରେଡ଼ରେ ଯୋଗ ଦେବେ। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Mohan Majhi | Argus News