Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଆଜିଠୁ ସକାଳୁଆ ସ୍କୁଲ

Ritu Das
Browse all articles by Ritu Das
·2 years ago
ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଆଜିଠୁ ସକାଳୁଆ ସ୍କୁଲ

ଅର୍ଗସ ବ୍ୟୁରୋ: ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଜିଠାରୁ ସକାଳୁଆ ଚାଲିବ ସ୍କୁଲ ଓ ଅଙ୍ଗନବାଡି…  ପ୍ରଥମରୁ ଦ୍ଵାଦଶ ଶ୍ରେଣୀ ଯାଏ ସକାଳୁଆ ସ୍କୁଲ। ସକାଳ ୭ରୁ ୧୧ଟା ୩୦ ଯାଏ ଚାଲିବ ପାଠପଢ଼ା। 

ସବୁ ସରକାରୀ ଓ ବେସରକାରୀ ସ୍କୁଲ ପାଇଁ ଲାଗୁ ହେବ ନିୟମ। ପାଣି ସହ ORS ରଖିବାକୁ ନିର୍ଦ୍ଦେଶ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Morning school | Argus News