Videos
|
Odisha

ରାଜ୍ୟରେ ଏପ୍ରିଲ ୨ରୁ ସକାଳୁଆ ସ୍କୁଲ

Banajyotshna Ray
Browse all articles by Banajyotshna Ray
·2 years ago
ରାଜ୍ୟରେ ଏପ୍ରିଲ ୨ରୁ ସକାଳୁଆ ସ୍କୁଲ

ଅର୍ଗସ ବ୍ୟୁରୋ:  ଏପ୍ରିଲ ୨ରୁ ସକାଳୁଆ ସ୍କୁଲ। ରାଜ୍ୟରେ ଏପ୍ରିଲ ୨ରୁ ସକାଳୁଆ ସ୍କୁଲ ହେବ। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସକାଳୁଆ ସ୍କୁଲ ।ଯେଉଁଭଳି ଭାବରେ ରାଜ୍ୟରେ ତାତି ବଢ଼ୁଛି, ଯାହାକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନିଆଯାଇଛି। ଚଳିତ ବର୍ଷ ପ୍ରଥମ ଥର ପାଇଁ ୪୧ ଡିଗ୍ରୀ ଛୁଇଁଲା ତାପମାତ୍ରା । ମାଲକାନଗିରିରେ ସର୍ବାଧିକ ୪୧ ଡିଗ୍ରୀ ତାପମାତ୍ରା ରେକର୍ଡ । ପିଲାମାନେ ଏତେ ତାତିରେ କିପରି ସ୍କୁଲ ଯିବେ ତାହା ଉପରେ ଦୃଷ୍ଟି ଦିଆଯାଇଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର: 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Morning schools in Odisha from April 2 | Argus News