Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

କଂଗ୍ରେସକୁ ବଡ ଝଟକା, ଟିକେଟ ଫେରାଇଲେ ସାଂସଦ ପ୍ରାର୍ଥୀ ସୁଚରିତା ମହାନ୍ତି

Swayangprajna Mishra
Browse all articles by Swayangprajna Mishra
·2 years ago
କଂଗ୍ରେସକୁ ବଡ ଝଟକା, ଟିକେଟ ଫେରାଇଲେ ସାଂସଦ ପ୍ରାର୍ଥୀ ସୁଚରିତା ମହାନ୍ତି

ପୁରୀ : ଟିକେଟ୍ ଫେରାଇଲେ ସୁଚରିତା ମହାନ୍ତି । ପୁରୀ କଂଗ୍ରେସ ସାଂସଦ ପ୍ରାର୍ଥୀ ସୁଚରିତା ମହାନ୍ତି ଟିକେଟ ଫେରାଇଥିବା ସୂଚନା ରହିଛି । ଏଆଇସିସି ସାଧାରଣ ସମ୍ପାଦକ କେସି ବେଣୁଗୋପାଳଙ୍କୁ ପଠାଇଛନ୍ତି ଇ-ମେଲ ।  ଦଳ ଫଣ୍ଡିଂ ନ ଦେବାରୁ ଟିକେଟ୍ ଫେରାଇଥିବା AICCକୁ ଜଣାଛନ୍ତି । ବିନା ପାର୍ଟି ଫଣ୍ଡିଂରେ କ୍ୟାମ୍ପେନିଂ କରିବା ଏତେ ସହଜ ନୁହେଁ ବୋଲି ସେ କହିଛନ୍ତି ।

ଅଧିକ ପଢନ୍ତୁ ଓଡିଶା ଖବର

ଲୋକସଭା ଅଧୀନ ୭ ବିଧାନସଭା ଆସନରେ ଦୁର୍ବଳ ପ୍ରାର୍ଥୀ ଦିଆଯାଇଛି । ୪ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ପରିବର୍ତ୍ତନ ପାଇଁ ଅନୁରୋଧ କରିଥିଲି ବୋଲି କହିଛନ୍ତି ସୁଚରିତା । ତେବେ ମେ ୨୫ରେ ତୃତୀୟ ପର୍ଯ୍ୟାୟରେ ହେବ ପୁରୀରେ ନିର୍ବାଚନ । ତୃତୀୟ ପର୍ଯ୍ୟାୟ ନାମାଙ୍କନର ଶେଷ ତାରିଖ ୬ ତାରିଖ । 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
MP Sucharita Mohanty returned congress ticket | Argus News