Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ରାଜ୍ୟ କ୍ୟାବିନେଟ ବୈଠକରେ ୧୪ଟି ପ୍ରସ୍ତାବ ଉପରେ ମୋହର

Banajyotshna Ray
Browse all articles by Banajyotshna Ray
·2 years ago
ରାଜ୍ୟ କ୍ୟାବିନେଟ ବୈଠକରେ ୧୪ଟି ପ୍ରସ୍ତାବ ଉପରେ ମୋହର

ଅର୍ଗସ ବ୍ୟୁରୋ:  ୧୪ଟି ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁର  । ରାଜ୍ୟ କ୍ୟାବିନେଟ ବୈଠକରେ ୧୪ଟି ପ୍ରସ୍ତାବ ଉପରେ ମୋହର। ୧୪ଟି ପ୍ରସ୍ତାବକୁ ମିଳିଲା କ୍ୟାବିନେଟ ଅନୁମୋଦନ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିଲା ରାଜ୍ୟ କ୍ୟାବିନେଟ୍‌ ବୈଠକ । ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ବସିଥିଲା ବୈଠକ। ଚଳିତ ସରକାରର ବସିବ ଶେଷ କ୍ୟାବିନେଟ୍। ଶେଷ କ୍ୟାବିନେଟ ଥିବାରୁ ରାଜ୍ୟବାସୀଙ୍କ ରହିଥିଲା ନଜର । ଆଗକୁ ସାଧାରଣ ନିର୍ବାଚନ ଥିବାରୁ ଏହା ପୂର୍ବରୁ ରାଜ୍ୟର ସବୁ ବର୍ଗଙ୍କ ବିକାଶକୁ ଦୃଷ୍ଟିରେ ରଖି କେତେକ ଗୁରୁତ୍ୱପୂର୍ଣ୍ଣ ଯୋଜନା ସଂପର୍କରେ ନିଷ୍ପତ୍ତି ନିଆଯିବାର ପ୍ରସ୍ତାବ ରହିଥିଲା ।

ଅଧିକ ପଢ଼ନ୍ତୁ ଓଡିଶା ଖବର: 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
My opinion on the 14 proposals in the state cabinet meeting | Argus News