ଭୁବନେଶ୍ବରରେ ନଡ୍ଡା: ରାଜ୍ୟ ପଦାଧିକାରୀଙ୍କ ସହ କରିବେ ଗୁରୁତ୍ବପୂର୍ଣ୍ଣ ଆଲୋଚନା
·1 year ago

ଅର୍ଗସ ବ୍ୟୁରୋ: ଭୁବନେଶ୍ବରରେ ପହଞ୍ଚିଲେ ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା । ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମରେ ଯୋଗ ଦେବେ । ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ।
ଭୁବନେଶ୍ବରରେ ପହଞ୍ଚିବା ପରେ ପାର୍ଟି କାର୍ଯ୍ୟାଳୟକୁ ଯାଉଛନ୍ତି ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା । ଦଳର ସାଂସଦ, ବିଧାୟକ ଓ ରାଜ୍ୟ ପଦାଧିକାରୀଙ୍କ ସହ ଆଲୋଚନା କରିବେ । ଗୋଟାଏ ଯାଏଁ ରାଜ୍ୟ କାର୍ଯ୍ୟାଳୟରେ ରହିବେ।
ଅଧିକ ପଢ଼ନ୍ତୁ ରାଜନୀତି ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: