Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

୨୦୨୫ ସୁଦ୍ଧା ରାଜ୍ୟରେ ସ୍କୁଲ ସ୍ତରରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି

Banajyotshna Ray
Browse all articles by Banajyotshna Ray
·1 year ago
୨୦୨୫ ସୁଦ୍ଧା ରାଜ୍ୟରେ ସ୍କୁଲ ସ୍ତରରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି

ଅର୍ଗସ ବ୍ୟୁରୋ:  ୨୦୨୫ ସୁଦ୍ଧା ରାଜ୍ୟରେ ସ୍କୁଲ ସ୍ତରରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି  । ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଯୋଜନା ହେଉଛି  ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି । ଗୋଟିଏ ପରେ ଗୋଟିଏ କାର୍ଯ୍ୟକ୍ରମ ହାତକୁ ନିଆଯାଉଛି । ଏନଇପି  ରାଜ୍ୟରେ ଲାଗୁ ହେବା ପାଇଁ ଟାସ୍କ ଫୋର୍ସ କମିଟି ଗଠନ ହୋଇଛି। ଏହା ସହ ୬ ଟି ସବକମିଟି  ମଧ୍ୟ ଗଠନ ହୋଇସାରିଛି।  ସମସ୍ତ ସବକମିଟି  ରେକମେଣ୍ଡସନ୍ ଦେବେ । ଏହା ପରେ ସମସ୍ତଙ୍କ ମତାମତ ନେଇ ଏନଇପି ଲାଗୁ କରାଯିବ । ବିଗତ ଦିନରେ ରାଜ୍ୟରେ  ଥିବା  ଶିକ୍ଷକ ଅଭାବକୁ ପୂରଣ କରିବା ବ୍ୟବସ୍ଥା ଆମେ କରୁଛୁ। ଶିକ୍ଷା କ୍ଷେତ୍ରରେ ଯାହା ଆବଶ୍ୟକ ତାହା ବିଭାଗ ପୂରଣ ପାଇଁ ଚେଷ୍ଟା କରୁଛି । ବୋଲି ପୁରଣ ପାଇଁ ଚେଷ୍ଟା କରୁଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
National Education Policy to be implemented at school level in the state by 2025 | Argus News