Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବିଜେପୁର ବିକାଶର ବଡ ପ୍ରତିଶ୍ରୁତି ଦେଇଥିଲେ ବିଜେଡି ମୁଖିଆ, ହେଲେ...

Banajyotshna Ray
Browse all articles by Banajyotshna Ray
·2 years ago
ବିଜେପୁର ବିକାଶର ବଡ ପ୍ରତିଶ୍ରୁତି ଦେଇଥିଲେ ବିଜେଡି ମୁଖିଆ, ହେଲେ...

ଅର୍ଗସ ବ୍ୟୁରୋ:  ଏଥର ସାଧାରଣ ନିର୍ବାଚନରେ କଣ୍ଟାବାଞ୍ଜିରୁ ପ୍ରାର୍ଥୀ ହେବେ ନବୀନ। ବିଜେପୁର ପରେ କଣ୍ଟାବାଞ୍ଜିରୁ ନବୀନଙ୍କ ପାର୍ଥିତ୍ବକୁ ନେଇ ଚର୍ଚ୍ଚା ଜୋର୍ ଧରିଛି। 2019ରେ ବିଜେପୁର ବିକାଶର ବଡ ପ୍ରତିଶ୍ରୁତି ଦେଇଥିଲେ ବିଜେଡି ମୁଖିଆ ।  କୂଆଡେ ଗଲା ବିଜେପୁର ବିକାଶର ଦାୟୀତ୍ବ, କେତେ ଦୂର ପୂରଣ ହେଲା ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତି। ବିଜେପୁରରେ ଭଲ ବସ ଷ୍ଟାଣ୍ଡ, ବିଜେପୁରର ସବୁ ଗାଁକୁ ରାସ୍ତା ଓ ବିଜୁଳି, ବିଜେପୁରର ସିଭିଲ କୋର୍ଟ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ, ଗାଇସିଲଟରେ ଚାହିଦା ମୂତାବକ ଜଳ ସେଚନ, ଚାଷୀଙ୍କୁ ଇନପୁଟ ସବସିଡି କୂଆଡେ ଗଲା । ଗତ 5 ବର୍ଷରେ ମୁଖ୍ୟମନ୍ତ୍ରୀ କଣ କରିଛନ୍ତି ତାକୁ ନେଇ ସାଧାରଣରେ ଉଠିଛି ପ୍ରଶ୍ନ।

ଅଧିକ ପଢ଼ନ୍ତୁ ନିର୍ବାଚନୀ ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Naveen Patnaik to fight Odisha Assembly elections from Kantabanji | Argus News