Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

କଣ୍ଟାବାଞ୍ଜିରେ ନୂତନ ବିଜେପି କାର୍ଯ୍ୟାଳୟ ଉଦଘାଟିତ

Ritu Das
Browse all articles by Ritu Das
·2 years ago
କଣ୍ଟାବାଞ୍ଜିରେ ନୂତନ ବିଜେପି କାର୍ଯ୍ୟାଳୟ ଉଦଘାଟିତ

ଅର୍ଗସ ବ୍ୟୁରୋ: ବଲାଙ୍ଗୀର ଜିଲ୍ଲା  କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ପାଇଁ ନୂତନ ବିଜେପି ଅଫିସ ଉଦଘାଟିତ ହୋଇଯାଇଛି । ଏହି ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଜିଲା ବିଜେପି ସଭାପତି  ଶିବାଜୀ ମହାନ୍ତି, ସମ୍ମାନନୀୟ ଅତିଥି  ଭାବେ କଣ୍ଟାବାଞ୍ଜି ବିଜେପି ବିଧାୟକ ପ୍ରାର୍ଥୀ  ଲକ୍ଷ୍ମଣ ବାଗଙ୍କ ସହ ବରିଷ୍ଠ ବିଜେପି କାର୍ଯ୍ୟକର୍ତ୍ତା ମାନେ ସାମିଲ ହୋଇଥିଲେ। 

ଏଥିରେ ମୁରିବାହାଲ, ବଙ୍ଗୋମୁଣ୍ଡା ଓ ତୁରେକେଲା ବ୍ଲକର ବହୁ ବିଜେପି କାର୍ଯ୍ୟକର୍ତା ମାନେ ଉପସ୍ଥିତ ଥିଲେ। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
New BJP office | Argus News