Videos
|
Odisha

ଘନ କୁହୁଡ଼ି ଘେରରେ ନୀଳଗିରି

Ritu Das
Browse all articles by Ritu Das
·1 year ago
ଘନ କୁହୁଡ଼ି ଘେରରେ ନୀଳଗିରି

ଅର୍ଗସ ବ୍ୟୁରୋ: ଘନ କୁହୁଡି ଘେରରେ ନୀଳଗିରି। ଘର ଦ୍ୱାର ରାସ୍ତା ଘାଟ ସବୁଠି ଘନ କୁହୁଡି ଆସ୍ତରଣରେ ଆଚ୍ଛାଦିତ ହୋଇ ରହିଛି। କୁହୁଡି ଫଳରେ ରାସ୍ତାରେ ଯାତାୟାତରେ ଜନସାଧାରଣ ସହ ସ୍କୁଲ କଲେଜ ଛାତ୍ରଛାତ୍ରୀ ଅସୁବିଧା ସମ୍ମୁଖୀନ ହେଉଥିବା ଦେଖାଦେଇଛି। 

ପାଗ ପରିବର୍ତ୍ତନ ହୋଇଥିବା ବେଳେ ସକାଳ ୮ ଟା ପର୍ଯ୍ୟନ୍ତ କୁହୁଡ଼ି ଘେରରେ ନୀଳଗିରି ରହିଥିବା ଦେଖାଦେଇଛି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Nilgiris | Argus News