Videos
|
Odisha

ବିଜେପି ବିଧାୟକ ଦଳ ନେତା ଚୟନ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ

Smruti Parija
Browse all articles by Smruti Parija
·2 years ago
ବିଜେପି ବିଧାୟକ ଦଳ ନେତା ଚୟନ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ

ଭୁବନେଶ୍ୱର:  ବିଜେପି ବିଧାୟକ ଦଳ ନେତା ଚୟନ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ ହେଲେ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂହ ଓ ଭୂପେନ୍ଦ୍ର ଯାଦବ । ବିଜେପି ସଂସଦୀୟ ବୋର୍ଡ ପକ୍ଷରୁ ପର୍ଯ୍ୟବେକ୍ଷକ ନିଯୁକ୍ତି ନେଇ ଜାରି ହେଲା ପ୍ରେସ୍ ବିଜ୍ଞପ୍ତି । 11 ତାରିଖରେ ବିଧାୟକ ଦଳ ବୈଠକ ବସିବ। ଏହି ବୈଠକରେ ବିଧାୟକ ଦଳ ନେତା ଚୟନ କରାଯିବ। ଏହି ବୈଠକରେ ଯୋଗ ଦେବେ ଦୁଇ କେନ୍ଦ୍ରମନ୍ତ୍ରୀ। ବିଜେପି ବିଧାୟକ ଦଳ ନେତା ହିଁ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହେବେ।  12 ତାରିଖରେ ଶପଥ ନେବେ ଓଡ଼ିଶାରେ ବିଜେପିର ପ୍ରଥମ ମୁଖ୍ୟମନ୍ତ୍ରୀ । 

ଆହୁରି ପଢନ୍ତୁ ରାଜନୀତି ଖବର...

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: