Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

କାର୍ଯ୍ୟାନୁଷ୍ଠାନ ପାଇଁ ଗୃହ ବିଭାଗ ଆରମ୍ଭ କଲା ପ୍ରକ୍ରିୟା 

Smruti Parija
Browse all articles by Smruti Parija
·1 year ago
କାର୍ଯ୍ୟାନୁଷ୍ଠାନ ପାଇଁ ଗୃହ ବିଭାଗ ଆରମ୍ଭ କଲା ପ୍ରକ୍ରିୟା 

ଅର୍ଗସ ବ୍ୟୁରୋ: ଆଶିଷ ସିଂ ଏବଂ ଡ଼ିଏସ କୁଟ୍ଟେଙ୍କ ପାଇଁ ବଢିଲା ଅଡୁଆ । କାର୍ଯ୍ୟାନୁଷ୍ଠାନ ପାଇଁ ଗୃହ ବିଭାଗ ଆରମ୍ଭ କଲା ପ୍ରକ୍ରିୟା ।  ଆଶିଷ ସିଂହ ଓ  ଡିଏସ୍ କୁଟ୍ଟେଙ୍କ ଉପରେ  ହୋଇପାରେ କାର୍ଯ୍ୟାନୁଷ୍ଠାନ । 30 ଦିନ ଭିତରେ ଉଭୟଙ୍କୁ ଉତ୍ତର ଦେବା ପାଇଁ ନିର୍ଦ୍ଦେଶ । ନିର୍ବାଚନ ପରିଚାଳନାରେ ସମ୍ପୃକ୍ତି ଅଭିଯୋଗରେ କୁଟ୍ଟେ ଉତ୍ତର ଦେବାକୁ ନିର୍ଦ୍ଦେଶ । ସନ୍ତୋଷଜନକ ଉତ୍ତର ନଦେଲେ ହୋଇପାରେ ତଦନ୍ତ । 
 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Odds have increased for Ashish Singh and DS Kutte-The Home Department initiated the process for action | Argus News