Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଝାରସୁଗୁଡ଼ାରେ ସର୍ବାଧିକ, ବଲାଙ୍ଗିରରେ ସର୍ବନିମ୍ନ ମତଦାନ

Smruti Parija
Browse all articles by Smruti Parija
·2 years ago·1 min read
ଝାରସୁଗୁଡ଼ାରେ ସର୍ବାଧିକ, ବଲାଙ୍ଗିରରେ ସର୍ବନିମ୍ନ ମତଦାନ

ଅର୍ଗସ ବ୍ୟୁରୋ: ରାଜ୍ୟରେ ଚାଲିଛି ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ପୂର୍ବାହ୍ନ ୧୧ଟା ସୁଦ୍ଧା ୨୧.୦୭ ପ୍ରତିଶତ ମତଦାନ ହୋଇଛି । ସେହିପରି ଝାରସୁଗୁଡ଼ାରେ ସର୍ବାଧିକ ୨୫.୩୨% ଭୋଟିଂ ହୋଇଛି । ବଲାଙ୍ଗିରରେ ସର୍ବନିମ୍ନ ୧୭.୧୬% ମତଦାନ ହୋଇଛି ।

ସକାଳ ୯ଟା ସୁଦ୍ଧା ୬.୯୯% ମତଦାନOdisha. 21.07% votes have been cast till 11:00 am

5 ଲୋକସଭା ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ ଓ ଆସ୍କା ଏବଂ 35 ବିଧାନସଭା ଆସନ ପାଇଁ ଚାଲିଛି ଭୋଟିଂ ।   9162ଟି ମତଦାନ କେନ୍ଦ୍ରରେ ଭୋଟ ଦେଉଛନ୍ତି  79 ଲକ୍ଷ  69 ହଜାର ଭୋଟର । ନିର୍ବାଚନକୁ ଅବାଧ ନିରପେକ୍ଷ ଓ ସ୍ବଚ୍ଛ ଭାବେ ପରିଚାଳନା କରିବା ପାଇଁ ଜିଲ୍ଲାପାଳଙ୍କ ନେତୃତ୍ବରେ ସମସ୍ତ ବ୍ୟବସ୍ଥା କରାଯାଇଛି  । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଫ୍ଲାଇଙ୍ଗ ସ୍କ୍ବାଡ ସହ ବ୍ୟାପକ ପୋଲିସ ମୁତୟନ ହୋଇଛନ୍ତି  । ପ୍ରାୟ 102 କମ୍ପାନୀ ସୁରକ୍ଷା ବାହିନୀ ନିୟୋଜିତ ହୋଇଥିବା ବେଳେ 60ଟି ବୁଥରେ ହେଉଛି ଲାଇଭ ଷ୍ଟ୍ରିମିଂ। 

Sponsored
Odisha. 21.07% votes have been cast till 11:00 am | Argus News