|
logo
Live
Argus News App
GET APP

Argus News - ସକାଳ ୯ଟା ସୁଦ୍ଧା ୬.୯୯% ମତଦାନ

Odisha

ସକାଳ ୯ଟା ସୁଦ୍ଧା ୬.୯୯% ମତଦାନ

Jitendra Dash
Browse all articles by Jitendra Dash
·1 year ago
ସକାଳ ୯ଟା ସୁଦ୍ଧା ୬.୯୯% ମତଦାନ

ଅର୍ଗସ ବ୍ୟୁରୋ : ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଚାଲିଛି ଭୋଟିଂ । ସକାଳ ୯ଟା ସୁଦ୍ଧା ୬.୯୯ ପ୍ରତିଶତ ମତଦାନ ହୋଇଛି । ୫ ଲୋକସଭା ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଓ ଆସ୍କା ଏବଂ ୩୫ ବିଧାନସଭା ଆସନ ପାଇଁ ଚାଲିଛି ଭୋଟିଂ ।   

ଅଧିକ ପଢନ୍ତୁ ଓଡ଼ିଶା ଖବର  

୯୧୬୨ଟି ମତଦାନ କେନ୍ଦ୍ରରେ ଭୋଟ ଦେଉଛନ୍ତି ୭୯ ଲକ୍ଷ ୬୯ ହଜାର ଭୋଟର । ନିର୍ବାଚନକୁ ଅବାଧ ନିରପେକ୍ଷ ଓ ସ୍ବଚ୍ଛ ଭାବେ ପରିଚାଳନା କରିବା ପାଇଁ ଜିଲ୍ଲାପାଳଙ୍କ ନେତୃତ୍ବରେ ସମସ୍ତ ବ୍ୟବସ୍ଥା କରାଯାଇଛି । ଫ୍ଲାଇଙ୍ଗ ସ୍କ୍ବାଡ ସହ ବ୍ୟାପକ ପୋଲିସ ମୁତୟନ ହୋଇଛନ୍ତି  । ପ୍ରାୟ ୧୦୨ କମ୍ପାନୀ ସୁରକ୍ଷା ବାହିନୀ ନିୟୋଜିତ ହୋଇଥିବା ବେଳେ ୬୦ଟି ବୁଥରେ ହେଉଛି ଲାଇଭ ଷ୍ଟ୍ରିମିଂ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ସକାଳ ୯ଟା ସୁଦ୍ଧା ୬.୯୯% ମତଦାନ | Argus News