Videos
|
Odisha

Assembly Update / ବିଧାନସଭା ଆରମ୍ଭରୁ ଆଜି ବି ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ

Rashmita Mishra
Browse all articles by Rashmita Mishra
·11 months ago
ବିଧାନସଭା ଆରମ୍ଭରୁ ଆଜି ବି ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ

Key Points

୪ଟା ଯାଏଁ ଗୃହ ମୁଲତବୀ
ବିଧାନସଭା ଆରମ୍ଭରୁ ଆଜି ବି ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ
କଂଗ୍ରେସ ଓ ବିଜେଡି ସଦସ୍ୟଙ୍କ ହୋହଲ୍ଲା

ବିଧାନସଭା ଆରମ୍ଭରୁ ଆଜି ବି ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ । କଂଗ୍ରେସ ଓ ବିଜେଡି ସଦସ୍ୟଙ୍କ ହୋହଲ୍ଲା । ପ୍ଲାକାର୍ଡ, ପୋଷ୍ଟର ଧରି ବିରୋଧୀ ସଦସ୍ୟଙ୍କ ନାରାବାଜି ।


ଅହୁରି ପଢନ୍ତୁ: ଦୁଇ ଦିନରେ ୨୪ ମିନିଟ୍ ବି ଚାଲି ପାରିନି ବିଧାନସଭା


ବିଧାନସଭା ମୌସୁମୀ ଅଧିବେଶନର ୪ର୍ଥ ଦିନ ବି ଗୃହ ଅଚଳ । ବିରୋଧୀଙ୍କ ହଟ୍ଟଗୋଳ ଓ ହୋହାଲ୍ଲା ଲାଗି ବିଧାନସଭା ଅପରାହ୍ନ ୪ଟା ଯାଏଁ ମୁଲତବି ରହିଛି । ବାଚସ୍ପତି ସୁରମା ପାଢୀ ଗୃହକୁ ମୁଲତବି ରଖିଛନ୍ତି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Assembly Update | Odisha Assembly Session: Opposition Uproar Continues | Argus News | Argus News