Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

Odisha Budget / ୨୦୨୬-୨୭ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ, ଏଥର ୩ ଲକ୍ଷ ୧୦ ହଜାର କୋଟିର ବଜେଟ୍‌

Santosh Kumar Sahoo
Browse all articles by Santosh Kumar Sahoo
·4 months ago
୨୦୨୬-୨୭ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ, ଏଥର ୩ ଲକ୍ଷ ୧୦ ହଜାର କୋଟିର ବଜେଟ୍‌
Odisha Budget

Key Points

୨୦୨୬-୨୭ ବର୍ଷ ପାଇଁ ବିଧାନସଭାରେ ବଜେଟ୍‌ ଆଗତ
୩ ଲକ୍ଷ ୧୦ ହଜାର କୋଟିର ବଜେଟ୍ ଉପସ୍ଥାପନ
ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ବିଧାନସଭାରେ ଉପସ୍ଥାପିତ ହେଲା ୨୦୨୬-୨୭ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି । ଗତବର୍ଷ ରାଜ୍ୟ ସରକାର ୨ ଲକ୍ଷ ୯୦ ହଜାର କୋଟିର ପୂର୍ଣ୍ଣାଙ୍ଗ ବଜେଟ ଆଣିଥିଲେ । ସେହିପରି ୧୭ ହଜାର ୪୪୦ କୋଟିର ଅତିରିକ୍ତ ବଜେଟ ଅଣାଯାଇଥିଲା । ତେବେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ ଆକାର ୩ ଲକ୍ଷ ୧୦ ହଜାର କୋଟି ଛୁଇଁଛି ।
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

Related Topics

Explore more stories

Sponsored
Odisha Budget 2026-27 Presented; Outlay Touches ₹3.10 Lakh Crore | Argus News