Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଆଜି ଓଡ଼ିଶା ହାଇକୋର୍ଟ ବାର ଆସୋସିଏସନ ନିର୍ବାଚନ

Odisha

ଆଜି ଓଡ଼ିଶା ହାଇକୋର୍ଟ ବାର ଆସୋସିଏସନ ନିର୍ବାଚନ

Swayangprajna Mishra
Browse all articles by Swayangprajna Mishra
·2 years ago
ଆଜି ଓଡ଼ିଶା ହାଇକୋର୍ଟ ବାର ଆସୋସିଏସନ ନିର୍ବାଚନ

ଅର୍ଗସ ବ୍ୟୁରୋ : ଆଜି ଓଡ଼ିଶା ହାଇକୋର୍ଟ ବାର ଆସୋସିଏସନ ନିର୍ବାଚନ। ସକାଳ ୮ ଟା ରୁ ଆରମ୍ଭ ହୋଇଛି ଭୋଟିଂ। ବିଭିନ୍ନ ପଦ ପଦବୀ ପାଇଁ ସମୁଦାୟ ୫୦ ଜଣ ପ୍ରାର୍ଥୀ ନିର୍ବାଚନୀ ମଇଦାନରେ ଅଛନ୍ତି। ସଭାପତି, ଉପସଭାପତି, ସମ୍ପାଦକ, ସହ ସମ୍ପାଦକ, ଯୁଗ୍ମ ସମ୍ପାଦକ ସହ ଅନନ୍ୟ ପଦବୀ ପାଇଁ ଚାଲିଛି ଭୋଟିଂ।

ଅଧିକ ପଢନ୍ତୁ ଓଡିଶା ଖବର 

ଓଡ଼ିଶା ଷ୍ଟେଟ ବାର୍ କାଉନସିଲ ଓ ବାର୍ ଆସୋସିଏସନର ସଦସ୍ୟ ଭୋଟିଂରେ ସାମିଲ ହୋଇଛନ୍ତି । ସକାଳ ୮ ଟାରୁ ଦିନ ୩ ଟା ପର୍ଯ୍ୟନ୍ତ ଚାଲିବ ମତଦାନ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Odisha High Court Bar Association Elections today | Argus News