Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ରାଜ୍ୟରେ ଖସୁଛି ପାରଦ, ଧୀରେଧୀରେ ବଢୁଛି ଶୀତ

Jitendra Dash
Browse all articles by Jitendra Dash
·2 years ago
ରାଜ୍ୟରେ ଖସୁଛି ପାରଦ, ଧୀରେଧୀରେ ବଢୁଛି ଶୀତ

ଅର୍ଗସ ବ୍ୟୁରୋ : ରାଜ୍ୟରେ ଖସୁଛି ପାରଦ, ଧୀରେଧୀରେ ବଢୁଛି ଶୀତ । ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଥିବାରୁ ଲଗାତାର ତାପମାତ୍ରା କମିବାରେ ଲାଗିଛି । ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଶୀତ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୧୦ ଡିଗ୍ରୀ ତଳେ ୧୦ ସହରର ରାତ୍ରି ତାପାମାତ୍ରା ରହିଛି। । ବଢୁଛି ଶୀତର ପ୍ରକୋପ । ସ୍ୱାଭାବିକ ଠାରୁ ୨ରୁ ୩  ପ୍ରତିଶତ ତାପମାତ୍ରା କମ ରହିଛି । 

ଅଧିକ ପଢନ୍ତୁ ଓଡ଼ିଶା ଖବର

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Odisha shivers as mercury drops below 10 degrees in several places | Argus News