Vehicle Insurance / ଏଣିକି ବୈଧ ବୀମା ନ ଥିଲେ ଗାଡ଼ି ଜବତ; ସଙ୍ଗେ ସଙ୍ଗେ କଟିବ ଚାଲାଣ
·1 hour ago·2 min read

Key Points
ଟୋଲଗେଟ୍ରେ ଇ-ଡିଟେକ୍ସନ ପଦ୍ଧତିରେ କଡ଼ାକଡ଼ି ଯାଞ୍ଚ
ବାରମ୍ବାର ନିୟମ ଉଲ୍ଲଙ୍ଘନ କଲେ ଗାଡ଼ି ହେବ ଜବତ
ବାରମ୍ବାର ନିୟମ ଉଲ୍ଲଙ୍ଘନ କଲେ ଗାଡ଼ି ହେବ ଜବତ
ଭୁବନେଶ୍ୱର/କଟକ: ରାଜ୍ୟରେ ଚଳାଚଳ କରୁଥିବା ବହୁ ସଂଖ୍ୟକ ଯାନବାହନର ବୈଧ ବୀମା ନଥିବା ପ୍ରସଙ୍ଗରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗଭୀର ଉଦ୍ବେଗ ପ୍ରକାଶ କରିଛନ୍ତି । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ମୋଟର ଯାନ ନିୟମାବଳୀର ସମ୍ପୂର୍ଣ୍ଣ କାର୍ଯ୍ୟକାରିତା ସୁନିଶ୍ଚିତ କରିବା ପାଇଁ ନିୟମ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ କଠୋର ଆଭିମୁଖ୍ୟ ପ୍ରଦର୍ଶନ ପାଇଁ ବିଭାଗୀୟ ଅଧିକାରୀଙ୍କୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
ପଢନ୍ତୁ ଏହି ଖବର: ଭୁବନେଶ୍ୱରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବସ୍ ଧକ୍କାରେ ବାଇକ୍ ଆରୋହୀ ମୃତ
- ଟୋଲଗେଟ୍ରେ ଯାଞ୍ଚ କଡ଼ାକଡ଼ି
- କେତେ ଗାଡ଼ିର ଅଛି ବୈଧ ବୀମା ?
ପଢନ୍ତୁ ଏହି ଖବର: ଭୁବନେଶ୍ୱରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବସ୍ ଧକ୍କାରେ ବାଇକ୍ ଆରୋହୀ ମୃତ
- ବୀମା ନଥିଲେ ମିଳିବନି ତେଲ
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories