Odisha Weather / ବର୍ଷା ସହ କୁଆପଥର ମାଡ଼ ସମ୍ଭାବନା; ୪ ଜିଲ୍ଲାକୁ ଜାରି ହେଲା ଆଲର୍ଟ
·1 day ago·2 min read

Key Points
ରାଜ୍ୟରେ ସକ୍ରିୟ ଘୂର୍ଣ୍ଣିବଳୟ
ଆସନ୍ତା ୨୪ ଘଣ୍ଟାରେ କୁଆପଥର ବର୍ଷା
୪ ଜିଲ୍ଲାକୁ ଜାରି ହେଲା ଆଲର୍ଟ
ଆସନ୍ତା ୨୪ ଘଣ୍ଟାରେ କୁଆପଥର ବର୍ଷା
୪ ଜିଲ୍ଲାକୁ ଜାରି ହେଲା ଆଲର୍ଟ
ବର୍ତ୍ତମାନ ରାଜ୍ୟରେ ଗୋଟିଏ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ କିଛି ଦିନ ଧରି ବର୍ଷା ବିଜୁଳି ଘଡ଼ଘଡ଼ି ସହିତ ଝଟକା ପବନ ହେଉଛି । ତେବେ ଆସନ୍ତା ୨୪ ଘଣ୍ଟାରେ କୁଆପଥର ବର୍ଷା ହୋଇପାରେ । ଏନେଇ ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆଲର୍ଟ ଜାରି ହୋଇଛି ।
ତେବେ ଆସନ୍ତା ୨୪ ଘଣ୍ଟା ପାଇଁ ୪ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବାର ସମ୍ଭାବନା ଥିବାରୁ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହୋଇଛି ଅରେଞ୍ଜ ଆଲର୍ଟ । ସେହିସବୁ ଜିଲ୍ଲା ଗୁଡ଼ିକ ହେଲା ଭଦ୍ରକ,ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର । ସେହିପରି ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ଓ ଘଣ୍ଟା ପ୍ରତି ପବନର ବେଗ ୩୦ରୁ ୪୦ କିମି ବହିବାର ସମ୍ଭାବନା ଥିବାରୁ ୧୬ ଜିଲ୍ଲାକୁ ଜାରି କରାଯାଇଛି ୟେଲୋ ଆଲର୍ଟ । ସେହିସବୁ ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, କୋରାପୁଟ ଓ ମାଲକାନଗିରି ।
ଆଗାମୀ ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନାକୁ ଥିବା ବେଳେ ରାଜ୍ୟରେ ଦିନର ତାପମାତ୍ରା ବଢିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଗତ ୨୪ ଘଣ୍ଟାରେ ଟିଟିଲାଗଡ଼ରେ ସର୍ବାଧିକ ତାପମାତ୍ରା ୪୦.୮ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ଗତ ୨୪ ଘଣ୍ଟାରେ ସର୍ବାଧିକ ବର୍ଷା ଭଦ୍ରକର ଆଖୁଆପଦାରେ ୬.୬ ମିଲିମିଟର ବର୍ଷା ହୋଇଛି ।
ପଢନ୍ତୁ ଏହି ଖବର: ନଡ଼ିଆ କିଣିବା ସମୟରେ ଆପଣାନ୍ତୁ ଏହି ଟିପ୍ସ୍
ଏପ୍ରିଲ ୧ରୁ ୩ ତାରିଖ ଦିନ ମଧ୍ୟ ରାଜ୍ୟର ବିିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଆଜି ରାଜଧାନୀ ଭୁୂବନେଶ୍ବରର ପାଗ ଆଂଶିକ ମେଘୁଆ ରହଛି । ସର୍ବୋଚ୍ଚ ତାପମାତ୍ରା ୩୫ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୭ ଡିଗ୍ରି ମଧ୍ୟରେ ରହିିଛି । ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories