୧୩ରୁ ପୁଣି ବଢିବ ତାତି
·2 years ago

ଭୁବନେଶ୍ୱର: ରାଜ୍ୟରେ ପୁଣି କଲବଲ କରିବ ତାତି । ଏପ୍ରିଲ ୧୩ରୁ ଦିନରେ ଉପରକୁ ଚଢ଼ିବ ପାରଦ । ରାଜ୍ୟରେ ପଶ୍ଚିମ ତଥା ଉତ୍ତରପଶ୍ଚିମ ଦିଗରୁ ଶୁଷ୍କ ବାୟୁର ପ୍ରଭାବ ବୃଦ୍ଧି ସହ ପୁଣି ଦିନ ତାପମାତ୍ରାରେ ଦୃଷ୍ଟାନ୍ତ ମୂଳକ ବୃଦ୍ଧି ସମ୍ଭାବନା ରହିଛି । ଆଭ୍ୟନ୍ତରୀଣ ଏବଂ ପଶ୍ଚିମ ଓଡ଼ିଶାର କିଛି ଅଞ୍ଚଳର ଅଧିକାଂଶ ସ୍ଥାନରେ ତାପମାତ୍ରା ୪୦ଡ଼ିଗ୍ରୀ ଛୁଇଁବା ମଧ୍ୟ ସମ୍ଭାବନା ରହିଛି ।
ଆହୁରି ପଢନ୍ତୁ ପାଣିପାଗ ଖବର...
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: