Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

`ଓଡ଼ିଶାର ହସ୍ତତନ୍ତ କାଳଜୟୀ ସୌନ୍ଦର୍ଯ୍ୟ ଏବଂ ପରମ୍ପରାକୁ ପ୍ରତିପାଦିତ କରେ'

Ritu Das
Browse all articles by Ritu Das
·11 months ago·1 min read
`ଓଡ଼ିଶାର ହସ୍ତତନ୍ତ କାଳଜୟୀ ସୌନ୍ଦର୍ଯ୍ୟ ଏବଂ ପରମ୍ପରାକୁ ପ୍ରତିପାଦିତ କରେ'

Key Points

ଜାତୀୟ ହସ୍ତତନ୍ତ ଦିବସ ଅବସରରେ ସୋସିଆଲ ମିଡିଆ Xରେ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଶୁଭେଚ୍ଛା

ଓଡ଼ିଶାର ହସ୍ତତନ୍ତ କାଳଜୟୀ ସୌନ୍ଦର୍ଯ୍ୟ ଏବଂ ପରମ୍ପରାକୁ ପ୍ରତିପାଦିତ କରେ

ଏହା କେବଳ କପଡ଼ା ନୁହେଁ, ଓଡ଼ିଶାର ଆତ୍ମାର ଏକ ଅଂଶ

ଜାତୀୟ ହସ୍ତତନ୍ତ ଦିବସ ଅବସରରେ ସୋସିଆଲ ମିଡିଆ Xରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି । ସେ ଲେଖିଛନ୍ତି- ଓଡ଼ିଶାର ହସ୍ତତନ୍ତ କାଳଜୟୀ ସୌନ୍ଦର୍ଯ୍ୟ ଏବଂ ପରମ୍ପରାକୁ ପ୍ରତିପାଦିତ କରେ । ଏହା କେବଳ କପଡ଼ା ନୁହେଁ, ଓଡ଼ିଶାର ଆତ୍ମାର ଏକ ଅଂଶ । ଜାତୀୟ ହସ୍ତତନ୍ତ ଦିବସରେ ଓଡ଼ିଶାର ସାଂସଦଙ୍କ ସହ ଓଡ଼ିଶାର ସମୃଦ୍ଧ ବୟନ ପରମ୍ପରାକୁ ଗର୍ବର ସହିତ ପାଳନ କରାଯାଉଛି।


Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
— Dharmendra Pradhan (@dpradhanbjp) August 7, 2025


ପ୍ରତ୍ୟେକ ବୟନ ପରମ୍ପରା, ସାଂସ୍କୃତିକ ଐତିହ୍ୟ, କାରିଗରୀ ଏବଂ କଳାକୃତିର ମିଶ୍ରଣ । ଆମେ ଭାରତର ବିବିଧ ହସ୍ତତନ୍ତ ଐତିହ୍ୟ ଉପରେ ଗର୍ବ କରିବା ଏବଂ ଆମର ବୁଣାକାରମାନଙ୍କୁ ସମର୍ଥନ ଓ ସଶକ୍ତ କରିବା।

Sponsored
odishas-handlooms-embody-timeless-beauty-and-tradition | Argus News