ପ୍ରକାଶ ପାଇଲା ଓଜେଏସ୍ ପରୀକ୍ଷା ଫଳ , ପରୀକ୍ଷାରେ ବାଜି ମାରିଲେ ଝିଅ
·2 years ago

ଅର୍ଗସ ବ୍ୟୁରୋ : ଆଜି ପ୍ରକାଶ ପାଇଲା ଓଜେଏସ୍ ପରୀକ୍ଷା ଫଳ । । ଏଥିରେ ମୋଟ ୫୫ଜଣ କୃତକାର୍ଯ୍ୟ ହୋଇଛନ୍ତି ଓ ପ୍ରଥମ ୧୦ଜଣଙ୍କ ମଧ୍ୟରେ ୮ଜଣ ମହିଳା ପ୍ରାର୍ଥୀ ରହିଛନ୍ତି । ଶୁଶ୍ରିତା ମିଶ୍ର ଟପ୍ପର ହୋଇଛନ୍ତି । ଓପିଏସସି ପକ୍ଷରୁ ଜାରି ସୂଚନା ଅନୁସାରେ, ମୋଟ୍ କୃତକାର୍ଯ୍ୟ ୫୫ଜଣଙ୍କ ମଧ୍ୟରୁ ୩୯ଜଣ ମହିଳା ବା ଝିଅ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ପ୍ରଥମ ୧୦ଜଣରେ ମାତ୍ର ୨ଜଣ ପୁଅ ଥିବାବେଳେ ୮ଜଣ ଝିଅ ଅଛନ୍ତି । ପ୍ରଥମ ୧୦ଜଣଙ୍କ ମଧ୍ୟରେ ଯେଉଁମାନେ ରହିଛନ୍ତି ସେମାନେ ହେଲେ ଶୁଶ୍ରିତା ମିଶ୍ର, ନିଲିଶା ପଟ୍ଟନାୟକ,ଅନନ୍ୟା ମିଶ୍ର, ରାଣୀ ରଞ୍ଜିତା ପଟ୍ଟନାୟକ, ଲୋପାମୁଦ୍ରା ଆଚାର୍ଯ୍ୟ, ହର୍ଷିତା ମିଶ୍ର, ପ୍ରଜ୍ଞାସୁମନ ମହାପାତ୍ର, ଏସଆର ତୋଷାଳୀ, ସତ୍ୟଜିତ୍ ପାଣି ଓ ଲଳିତେନ୍ଦୁ ଦ୍ୱିବେଦୀ ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
