Videos
|
Odisha

ବିଦ୍ୟୁତ ଆଘାତରେ ବୃଦ୍ଧ ମୃତ

Ritu Das
Browse all articles by Ritu Das
·2 years ago
ବିଦ୍ୟୁତ ଆଘାତରେ ବୃଦ୍ଧ ମୃତ

ଅର୍ଗସ ବ୍ୟୁରୋ: ବିଦ୍ୟୁତ ଆଘାତରେ ବୃଦ୍ଧ ମୃତ। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା ବେଗୁନିଆପଦି ଗାଁରେ ଏଭଳି ଅଘଟଣ ଘଟିଛି। ମୃତକ ହେଲେ ଅନନ୍ତ ରାହୁଳ ନିଜ ଘରେ ଫ୍ୟାନ ସୁଇଜ୍ ଦେବା ଯମୟରେ ବିଦ୍ୟୁତ ଆଘାତର ଶିକାର ହୋଇଥିଲେ। 

ପରିବାର ଲୋକେ ତୁରନ୍ତ ତାଙ୍କୁ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Old man die | Argus News