Videos
|
Odisha

 ହାତୀ ଆକ୍ରମଣରେ ବୃଦ୍ଧାଙ୍କ ମୃତ୍ୟୁ 

Manini Pattanayak
Browse all articles by Manini Pattanayak
·2 years ago
 ହାତୀ ଆକ୍ରମଣରେ ବୃଦ୍ଧାଙ୍କ ମୃତ୍ୟୁ 

ଅନୁଗୁଳ: ଅନୁଗୁଳ ଜିଲ୍ଲା କିଶୋରନଗର ବ୍ଲକ ହଣ୍ଡପା ବନାଞ୍ଚଳରେ ହାତୀ ଆକ୍ରମଣରେ ଆଜି ସକାଳୁ ଜଣେ ମହିଳା ଙ୍କ ଜୀବନ ଯାଇଛି। ମହିଳା ଜଣଙ୍କ  ସକାଳ ପ୍ରାୟ ୫ଟା ସମୟରେ ଆମ୍ବ ତୋଟା କୁ ଆମ୍ବ ଗୋଟେଇବା ପାଇଁ ଯାଇଥିଲା ବେଳେ ହାତୀ ଆକ୍ରମଣରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଛି।

ସୂଚନାଅନୁଯାୟୀ  ଆଶା ଦେହୁରୀ (୭୦)  ଆମ୍ବ ଗୋଟାଉ ଥିବା ସମୟରେ   ହାତୀ ହାବୁଡ଼ରେ ପଡି ଯାଇଥିଲେ। ଫଳରେ ହାତୀ ଆକ୍ରମଣରେ ଯୋଗୁଁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା । ହଣ୍ଡପା ବନାଞ୍ଚଳର ବନ କର୍ମଚାରୀ ଓ ପୁଲିସ ସେଠାରେ ପହଞ୍ଚି ଘଟଣାର ତଦନ୍ତ କରୁଥିବା ଜଣାପଡିଛି।  

ଅଧିକ ପଢନ୍ତୁ ଓଡ଼ିଶା ଖବର  

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Old man dies in elephant attack in angul | Argus News