|
logo
Live
Argus News App
GET APP

Argus News - ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ, ୪ ଗୁରୁତର

Odisha

ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ, ୪ ଗୁରୁତର

Banajyotshna Ray
Browse all articles by Banajyotshna Ray
·2 years ago
ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ, ୪ ଗୁରୁତର

ଅର୍ଗସ ବ୍ୟୁରୋ: ରାସ୍ତାକଡ଼ରେ ଛିଡା ହୋଇଥିବା ହାଇୱାକୁ ଧକ୍କା ଦେଲା କାର୍ । ଜଣଙ୍କ ମୃତ୍ୟୁ ହୋଇଥିବାବେଳେ 4 ଜଣ ଗୁରୁତର ହୋଇଛନ୍ତି । ଭଦ୍ରକ ଜିଲ୍ଲା 16 ନଂ ଜାତୀୟ ରାଜପଥ ଭଦ୍ରକ ଗ୍ରାମାଞ୍ଚଳ ଥାନା ଗେଲପୁର ଛକ ନିକଟରେ ଘଟିଛି ଏହି ଦୁର୍ଘଟଣା । ଭଦ୍ରକ ପୁରୁଣା ବଜାର ଅଞ୍ଚଳର କିଛି ଯୁବକ ଦୋବଲ ଅଞ୍ଚଳକୁ ଯାଉଥିବାବେଳେ ଅଘଟଣ ଘଟିଥିଲା ।

ଦୁର୍ଘଟଣାରେ 5 ଜଣ ଗୁରୁତର ହୋଇଥିବା ବେଳେ ସମସ୍ତଙ୍କୁ ବିଳମ୍ବିତ ରାତିରେ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ଦୁଇ ଜଣଙ୍କର ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ସେଥିମଧ୍ୟରୁ ଅଧା ରାସ୍ତାରେ ଜଣଙ୍କର ମୃତ୍ୟୁ ହୋଇଥିଲା ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ, ୪ ଗୁରୁତର | Argus News