ବାଇକ ଦୁର୍ଘଟଣା, ଜଣେ ମୃତ
·2 years ago

ଅର୍ଗସ ବ୍ୟୁରୋ: ଭାରସାମ୍ୟ ହରାଇ ଓଲଟି ପଡିଲା ବାଇକ। ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଏପରି ଏକ ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ବାଦାମପାହାଡ ଥାନା ଅନ୍ତର୍ଗତ ମୂଷାବଣୀ ଛକ ନିକଟରେ । ମୃତକ ହେଲେ ଦେଓଗାଁ ଗ୍ରାମର ଏସ କେ ଗୁଲଜାର ଙ୍କ ପୁଅ ଏସ୍ କେ ମିରାଜ୍ ବୋଲି ଜଣାପଡିଛି । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।
ଅଧିକ ପଢ଼ନ୍ତୁ ଓଡିଶା ଖବର:
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
