ମର୍ମନ୍ତୁଦ ସଡକ ଦୁର୍ଘଟଣା, ଜଣେ ମୃତ
·2 years ago

ଅର୍ଗସ ବ୍ୟୁରୋ: ଦୁଇ ଟ୍ରକ ମୁହାଁମୁହିଁ ଧକ୍କା। ଜଣେ ମୃତ ଜଣେ ଗୁରୁତର। ଜମନକିରା ଥାନା ୫୩ନଂ ଜାତୀୟ ରାଜପଥ ଚିମିମହୁଲରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ସିମେଣ୍ଟ ବୋଝେଇ ଟ୍ରକ ଓ କଣ୍ଟେନର ମଧ୍ୟରେ ମଧ୍ୟରେ ମୁହାମୁହିଁ ଧକ୍କା । କଣ୍ଟେନର ଗାଡିର ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ବେଳେ ସିମେଣ୍ଟ ବୋଝେଇ ଟ୍ରକ ଡ୍ରାଇଭରକୁ ଗୁରୁତର ଅବସ୍ଥାରେ ବୁର୍ଲା ଡାକ୍ତର ଖାନାକୁ ସ୍ଥାନାନ୍ତର କରାଯାଇଛି।
ଅଧିକ ପଢ଼ନ୍ତୁ ଓଡିଶା ଖବର:
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: