Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବଜ୍ରପାତରେ ଜଣେ ମୃତ, ଜଣେ ଗୁରୁତର

Ritu Das
Browse all articles by Ritu Das
·1 year ago
ବଜ୍ରପାତରେ ଜଣେ ମୃତ, ଜଣେ ଗୁରୁତର

ଅର୍ଗସ ବ୍ୟୁରୋ: ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ ବଡବାସିନୀ ଗ୍ରାମ ଠାରେ ବଜ୍ରwkfରେ ଜଣେ ମହିଳା ମୃତ୍ୟୁ ବରଣ କରିଛନ୍ତି। ମୃତ ମହିଳା ଜଣକ ହେଲେ କୁନ୍ତୀ ହରିଜନ। ମହିଳାଙ୍କ ଶାଶୁ ମତି ହରିଜନ ଗୁରତର ଆହତ ହୋଇ ଉମରକୋଟ ଉପଖଣ୍ଡ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି। 

ଜମିକୁ ଘାସ ବାଛିବାକୁ ଯାଇଥିବା ବେଳେ ବଜ୍ରପାତ ହୋଇଥିଲା। ଉମରକୋଟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଏକ ଅପମୃତ୍ୟୁ ମାମଲା ରୁଜୁ କରି ବ୍ୟବଚ୍ଛେଦ କରିବାକୁ ପଠାଇଛନ୍ତି। ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
One dead, one | Argus News