ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ : ଚିହ୍ନଟ କଲା ସ୍ବାସ୍ଥ୍ୟବିଭାଗ
·2 years ago

ଅର୍ଗସ ବ୍ୟୁରୋ: ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ । ଚିହ୍ନଟ ନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗ। ଏହା ସହ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ରେ ପହଞ୍ଚିଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଗତକାଲି ରାଜ୍ୟରୁ ପ୍ରଥମ କରୋନା ସଂକ୍ରମିତଙ୍କୁ ନେଇ ସୂଚନା ଦିଆଯାଇଥିଲା । ତେବେ ତାଙ୍କର ସ୍ୱାସ୍ଥବସ୍ଥା ଠିକ୍ ରହିଛି ଏବଂ ସେ ହସ୍ପିଟାଲ ନଯାଇ ଘରେ ରହିଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଥିଲା ।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
