Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଆସନ୍ତା ୨୪ ଘଣ୍ଟା ପାଇଁ ୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

Odisha

ଆସନ୍ତା ୨୪ ଘଣ୍ଟା ପାଇଁ ୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

Swoyang prajna Mishra
Browse all articles by Swoyang prajna Mishra
·1 year ago·1 min read
ଆସନ୍ତା ୨୪ ଘଣ୍ଟା ପାଇଁ ୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା। ଆସନ୍ତା ୨୪ ଘଣ୍ଟାରେ ୩ ରୁ ୫ ଡିଗ୍ରୀ କମିବ ଦିନ ତାପମାତ୍ରା। ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି। ମୟୂରଭଞ୍ଜ, କୋରାପୁଟ,ମାଲକାନଗିରିରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ।ଏହା ସହ ୨୬ ଜିଲ୍ଲାକୁ ୟେଲୋ ୱର୍ଣିଂ ଜାରି। ଆସନ୍ତା ୫ ତାରିଖରେ ୫ ଜିଲ୍ଲାକୁ ପ୍ରବଳ ବର୍ଷା ସହ କୁଆପଥର ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।


ଏହି ସବୁ ଜିଲ୍ଲାରେ ଝଟକା ପବନ ୬୦ ରୁ ୭୦ କିମି ରହିବା ସମ୍ଭାବନା ରହିଛି।୬ ତାରିଖର ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।୭ ରୁ ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାକୁ ନେଇ କୌଣସି ସତର୍କତା ଜାରି ହୋଇନାହିଁ।ଆସନ୍ତା ୪ ଦିନ ପରେ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢିପାରେ ଦିନ ତାପମାତ୍ରା।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Orange alert for 3 districts for next 24 hours | Argus News