Videos
|
Odisha

ପଦ୍ମ ସମ୍ମାନରେ ସମ୍ମାନିତଙ୍କୁ ମିଳିବ ମାସିକ ୩୦ ହଜାର ଟଙ୍କା, ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ

Banajyotshna Ray
Browse all articles by Banajyotshna Ray
·1 year ago
ପଦ୍ମ ସମ୍ମାନରେ ସମ୍ମାନିତଙ୍କୁ ମିଳିବ ମାସିକ ୩୦ ହଜାର ଟଙ୍କା, ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ

ଅର୍ଗସ ବ୍ୟୁରୋ:  ପଦ୍ମ ସମ୍ମାନରେ ସମ୍ମାନିତଙ୍କୁ ମିଳିବ ମାସିକ ୩୦ ହଜାର ଟଙ୍କା । ଏ ସମ୍ମାନସୂଚକ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟର ୫୫ ଜଣ ଜୀବିତ ପଦ୍ମ ବିଜେତା ପାଇବେ ଏ ସହାୟତା । ଏଥିପାଇଁ ବର୍ଷକୁ ୨ କୋଟି ଟଙ୍କା ଖର୍ଚ୍ଚ ହେବ । ନିଷ୍ପତ୍ତିକୁ ସ୍ବାଗତ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: