Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Argus Whatsapp Channel Mobile Top

Argus News - ପରଲୋକରେ ପଦ୍ମଶ୍ରୀ କମଳା ପୂଜାରୀ

Odisha

ପରଲୋକରେ ପଦ୍ମଶ୍ରୀ କମଳା ପୂଜାରୀ

Smruti Parija
Browse all articles by Smruti Parija
·1 year ago
ପରଲୋକରେ ପଦ୍ମଶ୍ରୀ କମଳା ପୂଜାରୀ

କଟକ: ପରଲୋକରେ ପଦ୍ମଶ୍ରୀ କମଳା ପୂଜାରୀ । ଚିକିତ୍ସାଧୀନ ଅବସ୍ଥାରେ କଟକ ଏସସିବିରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ 76 ବର୍ଷ ବୟସ ହୋଇଥିଲା । କିଡନୀ ଜନିତ ସମସ୍ୟା ସହ ଜ୍ବରରେ ପୀଡ଼ିତ ଥିଲେ । କୋରାପୁଟ ଜିଲ୍ଲା ପାତ୍ରପୁଟ ଗାଁର କମଳା ପୂଜାରୀ ଲୋପ ପାଇ ଯାଉଥିବା ବିଭିନ୍ନ ସ୍ବଦେଶୀ ଧାନ ବିହନ କିସମ ନିଜ ଜମିରେ ଚାଷ କରି, ସେଗୁଡିକର ସଂରକ୍ଷଣ କରିପାରିଥିଲେ ।

ବଡ ମେଡିକାଲରୁ ଡିସଚାର୍ଜ ହେଲେ ପଦ୍ମଶ୍ରୀ କମଳା ପୂଜାରୀ

ଏଥିପାଇଁ ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଥିଲେ ତତ୍କାଳୀନ ରାଷ୍ଟ୍ରପତି ରାମନାଥ କୋବିନ୍ଦ । କମଳା, କୋରାପୁଟ ଜିଲ୍ଲାର ବୈପାରୀଗୁଡ଼ା ବ୍ଳକ ଅନ୍ତର୍ଗତ କାଣ୍ଡକିଗୁଡ଼ା ଗାଁରେ ଜନ୍ମଗ୍ରହଣ କରିଥିଲେ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
Padma Shri Kamala Pujari passes away while undergoing treatment at the ICU of SCB Medical College and Hospital in-cuttack | Argus News