Panchayat Election / ନିର୍ଦ୍ଧାରିତ ସମୟରେ ହେବ ପଞ୍ଚାୟତ ନିର୍ବାଚନ, ଆରମ୍ଭ ହୋଇଛି ପ୍ରସ୍ତୁତି
·5 months ago·1 min read

Key Points
ରାଜ୍ୟର ନିର୍ଦ୍ଧାରିତ ସମୟରେ ହେବ ପଞ୍ଚାୟତ ନିର୍ବାଚନ
ଏନେଇ ସୂଚନା ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର
୫ ବର୍ଷ କାର୍ଯ୍ୟକାଳ ସରିଲେ ହେବ ପଞ୍ଚାୟତ ନିର୍ବାଚନ'
ଏନେଇ ସୂଚନା ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର
୫ ବର୍ଷ କାର୍ଯ୍ୟକାଳ ସରିଲେ ହେବ ପଞ୍ଚାୟତ ନିର୍ବାଚନ'
ନିର୍ଦ୍ଧାରିତ ସମୟରେ ହେବ ପଞ୍ଚାୟତ ନିର୍ବାଚନ । ୫ ବର୍ଷ କାର୍ଯ୍ୟକାଳ ସରିଲେ ହେବ ପଞ୍ଚାୟତ ନିର୍ବାଚନ । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନର । ସମୟ ଆସିଲେ ପଞ୍ଚାୟତ ନିର୍ବାଚନ ନେଇ ନିଷ୍ପତ୍ତି ହେବ । ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ସବଡିଭିଜନ ସ୍ତରରେ ପ୍ରସ୍ତୁତି ଚାଲିଛି । ୧୦ ଦିନ ଭିତରେ ଜିଲ୍ଲପାଳଙ୍କ ସହ ବୈଠକ ହୋଇଛି । ବୁଥ୍, ବାଲଟ ବକ୍ସ ସହ ଯାହା ଯାହା ଆବଶ୍ୟକ କାମ ଆରମ୍ଭ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ପଞ୍ଚାୟତ ନିର୍ବାଚନକୁ ଅଳ୍ପ ସମୟ ଥିବାରୁ ଉପ-ନିର୍ବାଚନ ପାଇଁ ନିଷ୍ପତ୍ତି ହୋଇନାହିଁ ବୋଲି ରାଜ୍ୟ ନିର୍ବାଚନ କମିଶନର ସୂଚନା ଦେଇଛନ୍ତି ।
ଆସନ୍ତା ବର୍ଷ ହେବାକୁ ଥିବା ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ଘରକୁ ଘର ଭୋଟର ସର୍ଭେ ହେବ । ଆସନ୍ତା ମାର୍ଚ୍ଚ ସୁଦ୍ଧା ଭୋଟର ସର୍ଭେ ସରିବ ବୋଲି ରାଜ୍ୟ ନିର୍ବାଚନ କମିଶନର କହିଛନ୍ତି । ଜନଗଣନା ପାଇଁ ମାସେ ବିଳମ୍ବିତ ହୋଇପାରେ ଭୋଟର ସର୍ଭେ । SIR ସହ ଏହି ସର୍ଭେର କୌଣସି ସମ୍ପର୍କ ନାହିଁ । ଆବଶ୍ୟକସ୍ଥଳେ ବୁଥ୍ ପୁନର୍ଗଠନ ହୋଇପାରେ । ଭୋଟରଙ୍କ ନିକଟରେ ହିଁ ବୁଥ୍ ବ୍ୟବସ୍ଥା କରିବା ପ୍ରାଥମିକ ଲକ୍ଷ୍ୟ ବୋଲି ରାଜ୍ୟ ନିର୍ବାଚନ କମିଶନର କହିଛନ୍ତି ।

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories