Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଜି ପବିତ୍ର ମହା ପଞ୍ଚୁକ ବ୍ରତର ଦ୍ୱିତୀୟ ଦିନ

Banajyotshna Ray
Browse all articles by Banajyotshna Ray
·2 years ago
ଆଜି ପବିତ୍ର ମହା ପଞ୍ଚୁକ ବ୍ରତର ଦ୍ୱିତୀୟ ଦିନ

ଅର୍ଗସ ବ୍ୟୁରୋ: ଆଜି ପବିତ୍ର ମହା ପଞ୍ଚକ ବ୍ରତର ଦ୍ୱିତୀୟ ଦିନ । ଆଜି ରତ୍ନ ସିଂହାସନରେ ଅଧିଷ୍ଠିତ ଠାକୁରଙ୍କ ବାଙ୍କଚୂଡ଼ା ବେଶ ଅନୁଷ୍ଠିତ  ହେବ । ଯେତେବେଳେ ଭଗବାନ ଶ୍ରୀକୃଷ୍ଣଙ୍କୁ ଭକ୍ତ ଅକ୍ରୁର ମଥୁରା ନେବା ପାଇଁ ଗୋପ ଆସିଥିଲେ। ଏହି ବେଶରେ ପ୍ରଭୁଙ୍କୁ ଦର୍ଶନ କରିଥିଲେ । ସେହି ସୃତିକୁ ଉଜ୍ଜୀବିତ କରିବା ପାଇଁ  ଶ୍ରୀମନ୍ଦିରରେ ବହୁ ପୁରାତନ କାଳରୁ ବାଙ୍କଚୂଡ଼ା ବେଶ ପାଳିତ ହୋଇଆସୁଛି । ଭୋଗ ମଣ୍ଡପ ଶେଷ ହେବାପରେ ଠାକୁରମାନଙ୍କ ଏହି ଆକର୍ଷଣୀୟ ବେଶ ହୋଇଥିବା ବେଳେ ଦର୍ଶନାର୍ଥୀଙ୍କୁ ଏହି ଅପୁର୍ବ ବେଶ ଦର୍ଶନର ସାନିଧ୍ୟ ମିଳିଥାଏ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Panchuka Brata Begins 2nd day | Argus News