ଟ୍ରକକୁ ପଛପଟୁ ପିଟିଲା ଯାତ୍ରୀବାହି ବସ: ୩ ମୃତ
·1 year ago

ଅର୍ଗସ ବ୍ୟୁରୋ: ବାରିପଦା ସଦର ଥାନା ଅନ୍ତର୍ଗତ 18 ନମ୍ବର ଜାତୀୟ ରାଜପଥର ବୁଢ଼ିଖମାରୀ ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ୩ଜଣଙ୍କ ମୃତ୍ୟୁ ଘଟିଛି। ଟ୍ରକକୁ ପଛପଟୁ ପିଟିଲା ଯାତ୍ରୀବାହି ବସ । ହାଇଦ୍ରାବାଦରୁ ବାହାରି ଗୟା ଯାଉଥିଲେ ଯାତ୍ରୀ।
ଗୁରୁତର ଯାତ୍ରୀଙ୍କୁ ଉଦ୍ଧାର କରି ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଓ ହସ୍ପିଟାଲ ରେ ଭର୍ତ୍ତି କରାଯାଇଛି। ବାରିପଦା ସଦର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଟ୍ରକ ଫେରାର ଅଛି।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: