Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବିଜାଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍ , ଫସିଛନ୍ତି ୫୦ ଯାତ୍ରୀ

Swoyang prajna Mishra
Browse all articles by Swoyang prajna Mishra
·1 year ago
ବିଜାଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍ , ଫସିଛନ୍ତି ୫୦ ଯାତ୍ରୀ

Key Points

ମାଲକାନଗିରି ବିଜାଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍ । ହାଇଦ୍ରାବାଦରୁ ଯାତ୍ରୀ ନେଇ ଫେରୁଥିବା ସମୟରେ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଓଲଟି ପଡିଥିବା ସୂଚନା ମିଳିଛି । ବସ୍‌ରେ ଥିଲେ ୫୦ ଜଣ ଯାତ୍ରୀ ଓ କର୍ମଚାରୀ ।

ମାଲକାନଗିରି ବିଜାଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍ । ହାଇଦ୍ରାବାଦରୁ ଯାତ୍ରୀ ନେଇ ଫେରୁଥିବା ସମୟରେ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଓଲଟି ପଡିଥିବା ସୂଚନା ମିଳିଛି । ବସ୍‌ରେ ଥିଲେ ୫୦ ଜଣ ଯାତ୍ରୀ ଓ କର୍ମଚାରୀ । ସ୍ଥାନୀୟ ଲୋକଙ୍କ ଦ୍ବାରା ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି । ଖବର ପାଇ ମାଲକାନଗିରି ପୋଲିସ ଘଟଣାସ୍ଥଳରେ ପହଂଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Passenger bus overturns, 50 passengers trapped | Argus News