Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଦୁଇଟି ପର୍ଯ୍ୟାୟରେ ହେବ ଯୁକ୍ତ ୨ ପରୀକ୍ଷା

Banajyotshna Ray
Browse all articles by Banajyotshna Ray
·1 year ago
ଦୁଇଟି ପର୍ଯ୍ୟାୟରେ ହେବ ଯୁକ୍ତ ୨ ପରୀକ୍ଷା

ଅର୍ଗସ ବ୍ୟୁରୋ:  ଯୁକ୍ତ ୨ ପରୀକ୍ଷା ପାଇଁ ଆନୁମାନିକ ତାରିଖ ଧାର୍ଯ୍ୟ । ଦୁଇଟି ପର୍ଯ୍ୟାୟରେ ହେବ ପରୀକ୍ଷା । ଫେବୃଆରୀ ୧୫ରୁ ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ହୋଇପାରେ ମେନ୍ ପରୀକ୍ଷା । ଡିସେମ୍ବର ୨୬ରୁ ୩୦ ଯାଏଁ ଇଣ୍ଟରନାଲ ପରୀକ୍ଷା । ଜାନୁଆରୀ ୨ରୁ ୧୨ ତାରିଖ ଯାଏଁ ପ୍ରାକ୍ଟିକାଲ୍ । ପରୀକ୍ଷାର ୪୫ ଦିନ ଭିତରେ ବାହାରିବ ରେଜଲ୍ଟ ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
plus 2 Exam will be conducted in two phases | Argus News